ରାଜ୍ୟ

ଏପ୍ରିଲ ୩ରୁ ୩ ଦିନ ଧରି କୁଆପଥର ବର୍ଷା

ଭୁବନେଶ୍ୱର,୧।୪: ଏପ୍ରିଲ ୩ରୁ ୩ ଦିନ ଧରି ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ୯ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି। ଏସବୁ ଜିଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼, କନ୍ଧମାଳ, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼। ଅନ୍ୟ ୫ ଜିଲାକୁ ବର୍ଷା ଓ ବିଜୁଳି ସମ୍ଭାବନା, ୟେଲୋ ୱାର୍ନିଂ ଜାରିକରାଯାଇଛି।

The Aarnika

Related Articles

Leave a Reply

Your email address will not be published. Required fields are marked *

Back to top button