ରାଜ୍ୟ

ବାଲେଶ୍ୱର ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ଦୁଇ ଛାତ୍ର ଗିରଫ

ବାଲେଶ୍ୱର: ବାଲେଶ୍ୱର ଫକୀର ମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା । ୨୦ ଦିନ ପରେ ଆକ୍ସନରେ କ୍ରାଇମବ୍ରାଞ୍ଚ । ଦୁଇ ଜଣ ଛାତ୍ରଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଛାତ୍ରୀ ମୃତ୍ୟୁ ଘଟଣା ଷଡ଼ଯନ୍ତ୍ର ଅଭିଯୋଗରେ ଗିରଫ ହୋଇଛନ୍ତି ଦୁଇ ଛାତ୍ର । ଛାତ୍ରୀ ଜଣଙ୍କ ନିଜ ସମସ୍ୟା ନେଇ ଲଢେଇ କରୁଥିବା ବେଳେ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇ ଥିଲେ କିଛି ଛାତ୍ର। ନିକଟରେ ମୋବାଇଲ ଭିଡ଼ିଓ କରିବା ସହିତ ଆତ୍ମହତ୍ୟା ଉଦ୍ୟମ ପାଇଁ କରିଥିଲେ ସହଯୋଗ।

ବାଲେଶ୍ୱର ଫକୀର ମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା । ୨୦ ଦିନ ପରେ ଆକ୍ସନରେ କ୍ରାଇମବ୍ରାଞ୍ଚ । ଦୁଇ ଜଣ ଛାତ୍ରଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଛାତ୍ରୀ ମୃତ୍ୟୁ ଘଟଣା ଷଡ଼ଯନ୍ତ୍ର ଅଭିଯୋଗରେ ଗିରଫ ହୋଇଛନ୍ତି ଦୁଇ ଛାତ୍ର । ଛାତ୍ରୀ ଜଣଙ୍କ ନିଜ ସମସ୍ୟା ନେଇ ଲଢେଇ କରୁଥିବା ବେଳେ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇ ଥିଲେ କିଛି ଛାତ୍ର। ନିକଟରେ ମୋବାଇଲ ଭିଡ଼ିଓ କରିବା ସହିତ ଆତ୍ମହତ୍ୟା ଉଦ୍ୟମ ପାଇଁ କରିଥିଲେ ସହଯୋଗ। ଗିରଫ ଦୁଇ ଛାତ୍ର ହେଲେ ଶୁଭ୍ର ସମ୍ବିତ ନାୟକ ଓ ଜ୍ୟୋତିପ୍ରକାଶ ବିଶ୍ୱାଳ।
ଗିରଫ ଦୁଇ ଛାତ୍ର ହେଲେ ଶୁଭ୍ର ସମ୍ବିତ ନାୟକ ଓ ଜ୍ୟୋତିପ୍ରକାଶ ବିଶ୍ୱାଳ। ଜ୍ୟୋତିପ୍ରକାଶ ଛାତ୍ରୀଙ୍କୁ ଉଦ୍ଧାର କରିବାକୁ ଯାଇ ନିଜେ ଆହତ ହୋଇଥିଲେ। ଗିରଫ ପରେ ଉଭୟଙ୍କୁ କୋର୍ଟ ଚାଲାଣ କରିଛି କ୍ରାଇମବ୍ରାଞ୍ଚ । ଉଭୟଙ୍କୁ ୧୪ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଦିଆଯାଇଛି। ଗିରଫ ଶୁଭ୍ର ସମ୍ବିତ ଏବିଭିପିର ରାଜ୍ୟ ଯୁଗ୍ମ ସମ୍ପାଦକ ଦାୟିତ୍ୱରେ ରହିଛନ୍ତି ।

The Aarnika

Related Articles

Leave a Reply

Your email address will not be published. Required fields are marked *

Back to top button