ରାଜ୍ୟ

ବିଜେଡି ଛାଡ଼ିଲେ ବିଜୟଲକ୍ଷ୍ମୀ ମହାପାତ୍ର

ଭୁବନେଶ୍ୱର: ବିଜେଡି ଛାଡ଼ିଲେ ଭୁବନେଶ୍ୱର ମହିଳା ମୋର୍ଚ୍ଚା ସଭାନେତ୍ରୀ ବିଜୟଲକ୍ଷ୍ମୀ ମହାପାତ୍ର । ସେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି।

ସେ କହିଛନ୍ତି ଯେ ,କିଛି ଦିନ ତଳେ ବିଜୟଲକ୍ଷ୍ମୀଙ୍କୁ କାରଣଦର୍ଶାଅ ନୋଟିସ୍ କରାଯାଇଥିଲା। ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ବିଜେଡି ନୋଟିସ୍ କରିଥିଲା। କାରଣ ଦର୍ଶାଅ ନୋଟିସକୁ ନେଇ ବ୍ୟଥିତ, ମର୍ମାହତ ଥିଲେ। କାରଣ କିଛି କୁଚକ୍ରି ଗୋଷ୍ଠୀଙ୍କ ଦ୍ୱାରା ପ୍ରଭାବିତ ହୋଇ ନୋଟିସ୍ କରାଯାଇଥିଲା। ତେଣୁ ସେ ବିଜେଡ଼ି ଛାଡ଼ିଥିବା ନେଇ କହିଛନ୍ତି ।

ସୂଚନାଯୋଗ୍ୟ, ଗତ ୧୧ ତାରିଖରେ ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା ବିଜେଡିରୁ ଇସ୍ତଫା ଦେଇଥିଲେ। ସେ ତାଙ୍କର ଇସ୍ତଫାପତ୍ର ବିଜେଡିର ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଥିଲେ।

The Aarnika

Related Articles

Leave a Reply

Your email address will not be published. Required fields are marked *

Back to top button