ଖେଳ ଖବର

କଳିଙ୍ଗ ଷ୍ଟାଡ଼ିୟମରେ ୱାର୍ଲଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତା

ଭୁବନେଶ୍ବର: ଆଜି (ଅଗଷ୍ଟ ୧୦ ତାରିଖରେ) କଳିଙ୍ଗ ଷ୍ଟାଡ଼ିୟମରେ ୱାର୍ଲଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର ବ୍ରୋଞ୍ଜ ପ୍ରତିଯୋଗିତାର ଆୟୋଜନ କରାଯାଉଛି।ଭାରତରେ ପ୍ରଥମ ଥର ପାଇଁ ୱାର୍ଲଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର ବ୍ରୋଞ୍ଜ ପ୍ରତିଯୋଗିତାର ଆୟୋଜନ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ ଠାରେ କରାଯାଉଛି।ଏହି ଏକଦିବସୀୟ ବିଶ୍ୱସ୍ତରୀୟ ପ୍ରତିଯୋଗିତାର ଆୟୋଜନ ଆଥଲେଟିକ୍ସ ଫେଡ଼େରେସନ ଅଫ ଇଣ୍ଡିଆ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ କରାଯାଉଛି। ପ୍ରତିଯୋଗିତାରେ ୧୮ଟି ଇଭେଣ୍ଟ ଅନୁଷ୍ଠିତ ହେବ।

ଭାରତରେ ପ୍ରଥମ ଥର ପାଇଁ ୱାର୍ଲଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର ବ୍ରୋଞ୍ଜ ପ୍ରତିଯୋଗିତାର ଆୟୋଜନ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ ଠାରେ କରାଯାଉଛି।ଏହି ଏକଦିବସୀୟ ବିଶ୍ୱସ୍ତରୀୟ ପ୍ରତିଯୋଗିତାର ଆୟୋଜନ ଆଥଲେଟିକ୍ସ ଫେଡ଼େରେସନ ଅଫ ଇଣ୍ଡିଆ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ କରାଯାଉଛି। ପ୍ରତିଯୋଗିତାରେ ୧୮ଟି ଇଭେଣ୍ଟ ଅନୁଷ୍ଠିତ ହେବ। ଏଥିରେ ପ୍ରାୟ ୧୭ଟି ଦେଶରୁ ୧୬୦ଜଣ କ୍ରୀଡ଼ାବିତ୍‌ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି। ଭାରତରୁ ୯୦ରୁ ଊର୍ଦ୍ଧ୍ୱ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିଛନ୍ତି। ଓଡ଼ିଶାରୁ ଅନିମେଶ କୁଜୁର, ଶ୍ରାବଣୀ ନନ୍ଦ, ଲାଲୁପ୍ରସାଦ ଭୋଇ ଓ ପ୍ରଜ୍ଞା ସାହୁ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି।
ଏଥିରେ ପ୍ରାୟ ୧୭ଟି ଦେଶରୁ ୧୬୦ଜଣ କ୍ରୀଡ଼ାବିତ୍‌ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି। ଭାରତରୁ ୯୦ରୁ ଊର୍ଦ୍ଧ୍ୱ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିଛନ୍ତି। ଓଡ଼ିଶାରୁ ଅନିମେଶ କୁଜୁର, ଶ୍ରାବଣୀ ନନ୍ଦ, ଲାଲୁପ୍ରସାଦ ଭୋଇ ଓ ପ୍ରଜ୍ଞା ସାହୁ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି।

The Aarnika

Related Articles

Leave a Reply

Your email address will not be published. Required fields are marked *

Back to top button